ଭୁବନେଶ୍ୱର ଜୟଦେବ ଭବନ ଠାରେ ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକଳ ଚନ୍ଦ୍ର ଙ୍କ ୧୩୫ ତମ ଜନ୍ମ ବାର୍ଷିକ ଉତ୍ସବ ଉପଲକ୍ଷେ ସତସଙ୍ଗ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି l