
ଆସନ୍ତା କାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ
ଆସନ୍ତା କାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ ଆସନ୍ତାକାଲି ତା୧୯.୪.୨୦୨୩ ରିଖ ବୁଧବାର ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ,ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ,ପୁରୀ