
ରାଜ୍ୟ ରାଜନୀତିରେ ଭୀଷ୍ମ ପିତାମହ ତଥା କାକଟପୁର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗ
ରାଜନୀତିରେ ଭୀଷ୍ମ ପିତାମହ ଥିଲେ କାକଟପୁର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକ ପୁରୀ ଜିଲ୍ଲା ପାଇଁ ତାଙ୍କର ଅବଦାନ ଅତୁଳନୀୟ ଓ ଚିର ସ୍ମରଣୀୟ । ଭୁବନେଶ୍ଵର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵପୂର୍ଣ୍ଣ ଅଂଶ ଗ୍ରହଣ କରିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାପ୍ରଭୁଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା…
ଓମ୍ ଶାନ୍ତି