maheswar Important News Politics ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ November 7, 2023 35 0 Comment ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ. ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ. ଭୋର ୩ଟା ୨୫ରେ ଶେଷ ନିଶ୍ବାସ ତ୍ୟାଗ ସୂଚନା.ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ମହେଶ୍ବର ମହାନ୍ତି. SPREAD YOUR LOVE WITH YOUR FRIENDS AND FAMILY